986
likes
372
comments
daily view 0
monthly view 0
Live Analytics
Comments 0
JAGANNATH TEMPLE DIVINE FLAG CHANGE 13-Aug-2024 | ନୀଳଚକ୍ରରେ ହଳଦିଆ ରଙ୍ଗର ପତାକାଲାଗି | JAY JAGANNATH TV Analytics Table
Income Estimates for JAGANNATH TEMPLE DIVINE FLAG CHANGE 13-Aug-2024 | ନୀଳଚକ୍ରରେ ହଳଦିଆ ରଙ୍ଗର ପତାକାଲାଗି | JAY JAGANNATH TV
Based on this YouTube video's total view count of 5.26K views and industry-standard rates, the estimated total earning is $4 - $11 through ad revenue. Historical data is not yet available to calculate daily, weekly, or monthly averages.
About JAGANNATH TEMPLE DIVINE FLAG CHANGE 13-Aug-2024 | ନୀଳଚକ୍ରରେ ହଳଦିଆ ରଙ୍ଗର ପତାକାଲାଗି | JAY JAGANNATH TV
Explore JAGANNATH TEMPLE DIVINE FLAG CHANGE 13-Aug-2024 | ନୀଳଚକ୍ରରେ ହଳଦିଆ ରଙ୍ଗର ପତାକାଲାଗି | JAY JAGANNATH TV with 5,265 views, 986 likes, and 372 comments. Experience the impact of this video content that has captured audience attention.
Puri Sri Jagannath Temple’s glorious divine flag alteration on Nilachakra - Dt- 13th AUG 2024 "ନୀଳଚକ୍ର ଉପରେ ଉଡୁଥିବା ପତିତପାବନ ବାନା ବା ପତାକା ଗୋଟିଏ ଦିନରୁ ଅଧିକ ସମୟ ମନ୍ଦିରରେ ଉଡ଼େ ନାହିଁ । ବର୍ଷକ ବାର ମାସ ୩୬୫ ଦିନ ଖରା, ବର୍ଷା , ଶୀତ କୁ ଖାତିର ନ କରି ପ୍ରତିଦିନ ସନ୍ଧ୍ୟା ୫ ଟା ରେ ଚୁନରା ସେବକ ନୀଳଚକ୍ର ରେ ଧ୍ବଜା ବାନ୍ଧିବା ନିମନ୍ତେ ଶ୍ରୀମନ୍ଦିର ଚୁଡାକୁ ଆରୋହଣ କରିଥାନ୍ତି। ଏହି ସେବାକୁ ପତାକଲାଗି ସେବା କୁହାଯାଏ । ଶ୍ରୀମନ୍ଦିର ଭିତରେ ଏବଂ ସିଂହଦ୍ୱାର ସାମନାରେ ପ୍ରତ୍ୟେକ ଦିନ ହଜାର ହଜାର ଭକ୍ତଗଣ ଏହି ପତାକା ଲାଗି ଦର୍ଶନ କରି ଧନ୍ୟ ହୁଅନ୍ତି । ଚୁନରା ସେବକ ମାନେ ବେକରେ ନୂଆ ଧ୍ବଜା ବାନ୍ଧି ସେ ଶ୍ରୀମନ୍ଦିର ଆରୋହଣ କରିଥାନ୍ତି । ପ୍ରଥମେ ଅଁଳା ବେଢ଼ା ରେ ଥିବା ଧ୍ବଜା ମହାବୀର ଙ୍କୁ ଉପାସନା କରି ସେଠାରେ ଦୀପ ପ୍ରଜ୍ବଳନ କରି ସାରିବା ପରେ , ଅଁଳା ବେଢ଼ା ଉପରକୁ ଏକ ଲୁହା ସିକୁଳି ମାଧ୍ୟମରେ ଯାଇଥାନ୍ତି। ତତ୍ପରେ କଳସ ଉପରେ ଚଢ଼ି , ନୀଳଚକ୍ର ଶିଖରକୁ ଯାଇଥାନ୍ତି। । ସେଠାରେ ଥିବା ପୁରୁଣା ଧ୍ବଜା ପରିବର୍ତ୍ତନ କରି ନୂଆ ଧ୍ବଜା ଲାଗି କରିଥାନ୍ତି ଓ ଜଗତ ମଙ୍ଗଳ କାମନା କରିଥାନ୍ତି । ଏହି ବାନା ସାଧାରଣତଃ ଗାଢ଼ ନାଲି କିମ୍ବା ହଳଦିଆ ବର୍ଣ୍ଣ ଓ ବେଳେ ବେଳେ ଧଳା ରଙ୍ଗର ହୋଇଥାଏ । ଏହାର ମଧ୍ୟ ଭାଗରେ ଚନ୍ଦ୍ର ଓ ବିନ୍ଦୁ ଶ୍ୱେତ ରଙ୍ଗରେ ଅଙ୍କିତ ହୋଇଥାଏ । "ଜୟ ଜଗନ୍ନାଥ ଟିଭି ଚାନେଲ" ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ଏକମାତ୍ର ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀ ରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ,ଶ୍ରୀମନ୍ଦିର ପହୁଡ଼ ନୀତି ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବର ର ସିଧା ପ୍ରସାରଣ I ଏହି ଚାନେଲ ରେ କୌଣସି ବିଜ୍ଞାପନ ଚାଲୁନାହିଁ, ତେଣୁ ଆପଣମାନେ ଶ୍ରୀଜୀଉଙ୍କ ଦର୍ଶନ ଏବଂ ସମସ୍ତ ଲୀଳାର ନିରବିଛିନ୍ନ ସିଧା ପ୍ରସାରଣ ଦେଖି ପାରିବେ"ଜୟ ଜଗନ୍ନାଥ ଟିଭି ଚାନେଲ" ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ଏକମାତ୍ର ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀ ରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ,ଶ୍ରୀମନ୍ଦିର ପହୁଡ଼ ନୀତି ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବର ର ସିଧା ପ୍ରସାରଣ I ଏହି ଚାନେଲ ରେ କୌଣସି ବିଜ୍ଞାପନ ଚାଲୁନାହିଁ, ତେଣୁ ଆପଣମାନେ ଶ୍ରୀଜୀଉଙ୍କ ଦର୍ଶନ ଏବଂ ସମସ୍ତ ଲୀଳାର ନିରବିଛିନ୍ନ ସିଧା ପ୍ରସାରଣ ଦେଖି ପାରିବେ I "ଜୟ ଜଗନ୍ନାଥ ଟିଭି ଚାନେଲ" ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ଏକମାତ୍ର ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ,ଶ୍ରୀମନ୍ଦିର ପହୁଡ଼ ନୀତି,ଶ୍ରୀକ୍ଷେତ୍ରରୁ ଭକ୍ତଙ୍କ ଅନୁଭୂତି ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବର ସିଧାପ୍ରସାରଣ I ଏହି ଚାନେଲରେ କୌଣସି ବିଜ୍ଞାପନ ଚାଲୁନାହିଁ, ତେଣୁ ଆପଣମାନେ ଶ୍ରୀଜୀଉଙ୍କ ଦର୍ଶନ ଏବଂ ସମସ୍ତ ଲୀଳାର ନିରବିଛିନ୍ନ ସିଧାପ୍ରସାରଣ ଦେଖି ପାରିବେ I "ଜୟ ଜଗନ୍ନାଥ ଟିଭି" ହେଉଛି ସିଦ୍ଧାର୍ଥ ଟେଲେଭିଜନ ନେଟୱର୍କର ଚତୁର୍ଥ ଚାନେଲ I ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲଙ୍କ ଶ୍ରୀଜଗନ୍ନାଥଙ୍କ ପ୍ରତି ଥିଵା ଅହେତୁକ ଭକ୍ତି ଭାବ ତଥା ଓଡ଼ିଶା ଏବଂ ଓଡିଶା ବାହାରେ ଥିବା ଜଗନ୍ନାଥ ପ୍ରେମୀ ଜନସାଧାରଣଙ୍କ ପାଇଁ ଏହି ଟେଲେଭିଜନ ଚାନେଲର ସୃଷ୍ଟି...ଆସନ୍ତୁ ଆମେ ସମସ୍ତେ ମିଶି ଜଗନ୍ନାଥ ଚେତନାକୁ ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରିବା I ଜୟ ଜଗନ୍ନାଥ🙏🙏🙏 Watch "JAY JAGANNATH TV" on DTH: TATAPLAY-1799, Dish TV -1397, Airtel -615, Sun Direct-490, Videocon D2H -1397 Also available on all cable networks. For More Info please contact - 6372804618 Also, visit our other social media pages : Facebook: https://bit.ly/3kxvE7A Instagram: https://bit.ly/3KEpYDF YouTube: https://bit.ly/3KAQeyD Twitter: https://bit.ly/38JpX3U #patakalagidarshan #jayjagannathtv #namitaagrawal #flagchange #jagannathpurilive #mangalaratidarshansrijagannathtemple #mangalaalati #sidharthtv #sitaramagrawal #patitapaban_arati #purilive #পুরিজগন্নাথ #जगन्नाथ #पुरीजगन्नाथ #जगन्नाथधाम #జగన్నాథ్ #జగన్నాథపురి #ରଥଯାତ୍ରା #ଶ୍ରୀକ୍ଷେତ୍ରପୁରୀ #ପ୍ରଭୁଜଗନ୍ନାଥ #ଶ୍ରୀଜଗନ୍ନାଥ #যায়জগন্নাথ #জগন্নাথপুরি #जगन्नाथपुरी #जगन्नाथधाम
About YouTube Real-Time View Count
With SocialCounts.org’s view counter, track your YouTube video’s live view count and YouTube likes count in real time with fast, reliable updates.
Watch every YouTube video live view count rise with our real-time YouTube views tracker—built for accuracy and minimal delay.
Follow YouTube real time views as they happen, using our dedicated view counter for YouTube videos.
Get up-to-date live view count on YouTube and see real-time growth with SocialCounts.org’s smart tracking tools.
Embed Widget
Parameters:
fullscreen=true- Fullscreen countergraph=true- Live graph chartcounter=0/1/2- Select counter (0=likes, 1=views, 2=comments)
URL
Click to copy the embed URL to your clipboard

